• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2023: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଅସୁବିଧାରେ ପଡ଼ିପାରନ୍ତି, ହଠାତ୍‌ ମିଳିପାରେ ସାହାଯ୍ୟ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି -  ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ  ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ

Gemini

ମିଥୁନ

Thursday 03 Aug 2023

ମୃଗଶିରା- ମାନସିକ ଅବସାଦ ବୃଦ୍ଧି ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପଡ଼ୋଶୀଙ୍କ ହସ୍ତକ୍ଷେପ ଫଳରେ ପରିବାରରେ ପୁନର୍ବାର ଶାନ୍ତି ଫେରି ଆସିବ। ହଠାତ୍ ଦୂରଯାତ୍ରା କରିବାକୁ ପଡ଼ିପାରେ।     
ଆଦ୍ରା- ମିଥ୍ୟା ଗୁଜବ ପ୍ରତି ମନ ଦିଅନ୍ତୁ ନାହିଁ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ସାହିତ୍ୟ, ଗବେଷଣା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।    
ପୁନର୍ବସୁ- ଆତ୍ମୀୟ ସ୍ୱଜନମାନଙ୍କ ଅସଂଯତ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଆଲୋଚନା ଅବସରରେ ଓଲଟା କଥା କହିବା କାରଣରୁ ଅପଦସ୍ଥ ହେବେ। 

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :