• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2023: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଅସୁବିଧାରେ ପଡ଼ିପାରନ୍ତି, ହଠାତ୍‌ ମିଳିପାରେ ସାହାଯ୍ୟ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି -  ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ  ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ

Cancer

କର୍କଟ

Thursday 03 Aug 2023

ପୁନର୍ବସୁ- ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ କାର୍ଯ୍ୟଦକ୍ଷତା ହେତୁ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ। ନିର୍ମାଣ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତିରେ ବାଧା ପ୍ରାପ୍ତ ହେବ। ଇର୍ଷା ପରାୟଣ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
ପୁଷ୍ୟା- ବାଣିଜ୍ୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରେ। ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟାକଲେ କେତେକାଂଶରେ ସଫଳତା ହାସଲ କରିବେ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ଅଶ୍ଳେଷା- ନିଜ ଲୋକମାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବରେ ପରିବର୍ତ୍ତନ ଯୋଗୁ ବିଚଳିତ ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :