• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2023: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଅସୁବିଧାରେ ପଡ଼ିପାରନ୍ତି, ହଠାତ୍‌ ମିଳିପାରେ ସାହାଯ୍ୟ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି -  ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ  ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ

Scorpio

ବିଛା

Thursday 03 Aug 2023

ବିଶାଖା- ବାକ୍ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ପରୋକ୍ଷ ଶତ୍ରୁତା ହେତୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି।
ଅନୁରାଧା- ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। 
ଜ୍ୟୋଷ୍ଠା- ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇପାରେ। ଯାତ୍ରାରେ ସଫଳତା ମିଳିବ କିନ୍ତୁ ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହ ପ୍ରକାଶ କରିବେ

ପ୍ରତିକାର – ସୂର୍ଯ୍ୟ  ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :