• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2024: ଏହି ରାଶିର ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶନିବାର ଚନ୍ଦ୍ର- ମିଥୁନ ପ୍ରାତଃ ୦୫.୪୧ ଗତେ କର୍କଟ ତିଥି- ୧୪ଶୀ ଦିବା ୦୩.୫୦ ଗତେ ଅମାବାସ୍ୟା ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୫.୪୧ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୧.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Saturday 03 Aug 2024

ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରିଯିବ । ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :