• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2024: ଏହି ରାଶିର ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶନିବାର ଚନ୍ଦ୍ର- ମିଥୁନ ପ୍ରାତଃ ୦୫.୪୧ ଗତେ କର୍କଟ ତିଥି- ୧୪ଶୀ ଦିବା ୦୩.୫୦ ଗତେ ଅମାବାସ୍ୟା ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୫.୪୧ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୧.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Saturday 03 Aug 2024

ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ପୂରଣ ହୋଇଯିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ବାଣିଜ୍ୟ, କାରବାର ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ । ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :