• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2024: ଏହି ରାଶିର ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶନିବାର ଚନ୍ଦ୍ର- ମିଥୁନ ପ୍ରାତଃ ୦୫.୪୧ ଗତେ କର୍କଟ ତିଥି- ୧୪ଶୀ ଦିବା ୦୩.୫୦ ଗତେ ଅମାବାସ୍ୟା ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୫.୪୧ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୧.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 03 Aug 2024

କର୍ମକ୍ଷେତ୍ରରେ ବ୍ୟବସ୍ତତା ହେତୁ ପରିବାରରେ ଅଶାନ୍ତି ଉପୁଜିବ । ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ । ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ । ରାଜନୈତିକ ସ୍ଥିତି ସଂଘର୍ଷମୟ ରହିବ ।

ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :