• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2024: ଏହି ରାଶିର ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶନିବାର ଚନ୍ଦ୍ର- ମିଥୁନ ପ୍ରାତଃ ୦୫.୪୧ ଗତେ କର୍କଟ ତିଥି- ୧୪ଶୀ ଦିବା ୦୩.୫୦ ଗତେ ଅମାବାସ୍ୟା ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୫.୪୧ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୧.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 03 Aug 2024

ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ଅଫିସ୍‌ରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ ।

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :