• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2024: ଏହି ରାଶିର ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶନିବାର ଚନ୍ଦ୍ର- ମିଥୁନ ପ୍ରାତଃ ୦୫.୪୧ ଗତେ କର୍କଟ ତିଥି- ୧୪ଶୀ ଦିବା ୦୩.୫୦ ଗତେ ଅମାବାସ୍ୟା ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୫.୪୧ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୧.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Saturday 03 Aug 2024

ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତି ଅନୁଭବ କରିବେ । କୌଣସି ମୂଲ୍ୟବାନ ଜିନିଷଟି ନପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି । ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ ।

ପ୍ରତିକାର – ପର୍ଶୁରାମ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :