• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2024: ଏହି ରାଶିର ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶନିବାର ଚନ୍ଦ୍ର- ମିଥୁନ ପ୍ରାତଃ ୦୫.୪୧ ଗତେ କର୍କଟ ତିଥି- ୧୪ଶୀ ଦିବା ୦୩.୫୦ ଗତେ ଅମାବାସ୍ୟା ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୫.୪୧ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୧.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Saturday 03 Aug 2024

ଦେହ ପୀଡା ହେତୁ ସବୁ କାର୍ଯ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ସାମାନ୍ୟ ମନୋମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :