• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2024: ଏହି ରାଶିର ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶନିବାର ଚନ୍ଦ୍ର- ମିଥୁନ ପ୍ରାତଃ ୦୫.୪୧ ଗତେ କର୍କଟ ତିଥି- ୧୪ଶୀ ଦିବା ୦୩.୫୦ ଗତେ ଅମାବାସ୍ୟା ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୫.୪୧ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୧.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Saturday 03 Aug 2024

ବନ୍ଧୁମାନେ ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ । ସମସ୍ୟା ଆସିଲେ ମଧ୍ୟ କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତ୍ତି ନେବେ । ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :