Daily Horoscope 3rd August 2024: ଏହି ରାଶିର ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶନିବାର ଚନ୍ଦ୍ର- ମିଥୁନ ପ୍ରାତଃ ୦୫.୪୧ ଗତେ କର୍କଟ ତିଥି- ୧୪ଶୀ ଦିବା ୦୩.୫୦ ଗତେ ଅମାବାସ୍ୟା ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୫.୪୧ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୧.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Saturday 03 Aug 2024

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ନୂତନ କାର୍ଯ୍ୟାରମ୍ଭ କରିବେ । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତୀର୍ଣ୍ଣ ହେବେ । ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ ।

ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :