ଅଶ୍ୱନୀ- ପାରିବାରିକ କ୍ଷେତ୍ରରେ ଆଳାପ ଆଲୋଚନାରେ ଅଧିକାଂଶ ସମୟ କଟାଇବେ। ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ । ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ।
କୃତିକା- ସ୍ୱାସ୍ଥ୍ୟ ସମସ୍ୟା ହ୍ରାସ ପାଇବ। ପାରିବାରିକ ସମସ୍ୟାର ଅନ୍ତ ଘଟିବ। ବିବାହରେ ଚାପ କମାଇବା ପାଇଁ ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ୟ୍ୟ କରିବେ। ରୋହିଣୀ- ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ। ଯେଉଁ ମାନେ ଆପଣଙ୍କୁ ପ୍ରତିଶ୍ରୁତି ଦେଇଥିବେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ। ମୃଗଶିରା- କେତେକ କ୍ଷେତ୍ରରେ ଧର୍ମ ସଙ୍କଟରେ ପଡି କଣ କରିବେ କିମ୍ବା ନ କରିବେ ଏହି ଦ୍ୱନ୍ଦରେ ପଡିପାରନ୍ତି । ଦୀର୍ଘଦିନର ପରିକଳ୍ପିତ ନୂତନ କାମଟିଏ କରି ଆତ୍ମତୃପ୍ତି ଲାଭ କରିବେ। ଅତିଥି ଚର୍ଚ୍ଚା, ଯାତ୍ରା, ଆଇନ ଅଦାଲତ ପ୍ରଭୃତି କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଅଶ୍ୱନୀ- ପାରିବାରିକ କ୍ଷେତ୍ରରେ ଆଳାପ ଆଲୋଚନାରେ ଅଧିକାଂଶ ସମୟ କଟାଇବେ। ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ । ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ।