• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିପାରେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ। ଇଂରାଜୀରେ ୦୩ ତାରିଖ, ଶନିବାର।  ଚନ୍ଦ୍ର  –  ମୀନ ଅହୋରାତ୍ର, ତିଥି- ୧୧ମୀ ନିଶାନ୍ତ ୦୫/୩୪ ଗତେ ୧୨ଶୀ ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା। ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ନିଶାନ୍ତ ୦୫/୪୩ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Taurus

ବୃଷ

Saturday 03 Dec 2022

କୃତିକା  - ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତ୍ତବ୍ୟରେ ତ୍ରୁଟି ରହିବ। ଚାକିରି କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ସ୍ୱାସ୍ଥ୍ୟରେ ଉନ୍ନତି ଆସିବ ।
ରୋହିଣୀ – ରାଜନୈତିକ ନେତା ଶାନ୍ତି ମନରେ କାମ କରିବେ । ଅଧିକ ଅର୍ଥ ଆୟ କରିବା ସହ ମାନ ସମ୍ମାନ ପାଇ ପାରନ୍ତି।
ମୃଗଶିରା – କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ । ଜମି-ବାଡିକୁ ନେଇ ଆତ୍ମୀୟ ସୂଜନ ଆପଣଙ୍କ ବିରୋଧୀ ହେବେ ।

ପ୍ରତିକାର – ନଡିଆରେ ଚନ୍ଦନ ଟିପା ଲଗାଇ ଜଳରେ ଭସାଇ ଦିଅନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :