• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିପାରେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ। ଇଂରାଜୀରେ ୦୩ ତାରିଖ, ଶନିବାର।  ଚନ୍ଦ୍ର  –  ମୀନ ଅହୋରାତ୍ର, ତିଥି- ୧୧ମୀ ନିଶାନ୍ତ ୦୫/୩୪ ଗତେ ୧୨ଶୀ ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା। ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ନିଶାନ୍ତ ୦୫/୪୩ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Pisces

ମୀନ

Saturday 03 Dec 2022

ପୂ , ଭାଦ୍ରପଦ - ଶାରିରୀକ କ୍ଲେଶ ଦୂର ହୋଇଯିବ । ମାଙ୍ଗଳିକ କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହିତ ଆଲୋଚନା କରିବେ । ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ।
ଉ , ଭଦ୍ରପଦ - ଶିଳ୍ପ, ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ଦୁଃସାହସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ ।
ରେବତୀ – ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ଋଣଗ୍ରସ୍ତ କରଣରୁ ଜମି ବିକ୍ରୟ କରି ପାରନ୍ତି ।

ପ୍ରତିକାର – ଗୌର ବର୍ଣ୍ଣ ବ୍ରାହ୍ମଣଙ୍କ ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :