• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିପାରେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ। ଇଂରାଜୀରେ ୦୩ ତାରିଖ, ଶନିବାର।  ଚନ୍ଦ୍ର  –  ମୀନ ଅହୋରାତ୍ର, ତିଥି- ୧୧ମୀ ନିଶାନ୍ତ ୦୫/୩୪ ଗତେ ୧୨ଶୀ ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା। ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ନିଶାନ୍ତ ୦୫/୪୩ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Gemini

ମିଥୁନ

Saturday 03 Dec 2022

ମୃଗଶିରା  - ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ ।  ସନ୍ଦେହ ଓ ଭୁଲବୁଝାବଣାରୁ ପାରିବାରିକ କଳହ ଦେଖା ଦେଇପାରେ 
ଆଦ୍ରା - ସୃଜନଶୀଳତା ଓ  ଧର୍ମ କାର୍ଯ୍ୟରେ ବାଧାପ୍ରାପ୍ତ ଦେଖା ଦେବ । ବ୍ୟବସାୟରେ କ୍ଷତି ଘଟିପାରେ । 
ପୁନର୍ବସୁ - କର୍ମ କ୍ଷେତ୍ରରେ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ, ବିବ୍ରତ ହୋଇ ପଡିବେ । କୋର୍ଟ କଚେରୀରେ ଲାଗି ରହିଥିବା ମାମଲା ଦୂର ହେବ

ପ୍ରତିକାର – କିଛି ମୁଗଡାଲି ବିଷ୍ଣୁଙ୍କ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :