Daily Horoscope 3rd Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିପାରେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1670037984-648581.jpg)
ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ। ଇଂରାଜୀରେ ୦୩ ତାରିଖ, ଶନିବାର। ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୧୧ମୀ ନିଶାନ୍ତ ୦୫/୩୪ ଗତେ ୧୨ଶୀ ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା। ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ନିଶାନ୍ତ ୦୫/୪୩ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
