• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିପାରେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ। ଇଂରାଜୀରେ ୦୩ ତାରିଖ, ଶନିବାର।  ଚନ୍ଦ୍ର  –  ମୀନ ଅହୋରାତ୍ର, ତିଥି- ୧୧ମୀ ନିଶାନ୍ତ ୦୫/୩୪ ଗତେ ୧୨ଶୀ ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା। ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ନିଶାନ୍ତ ୦୫/୪୩ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Scorpio

ବିଛା

Saturday 03 Dec 2022

ବିଶାଖା – ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖା ହେବେ । ନିଜର ଅହଂକାର ଭାବ ଯୋଗୁ କୌଣସି କାର୍ଯ୍ୟ ଠିକ୍ ଭାବରେ କରିପାରିବେ ନାହିଁ।
ଅନୁରାଧା – ବ୍ୟବସାୟରେ କ୍ଷତି ହେବ । ଦଳୀୟ ନେତାଙ୍କ ସହିତ କୌଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ।  
ଜ୍ୟେଷ୍ଠା  – ଲୋକ କଲ୍ୟାଣ କାର୍ଯ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସମାଧାନ ହୋଇପାରେ ।

ପ୍ରତିକାର – ସକାଳୁ ସୂର୍ଯ୍ୟ ଦେବତାକୁ ଜଳ ଅର୍ପଣ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :