• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିପାରେ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ। ଇଂରାଜୀରେ ୦୩ ତାରିଖ, ଶନିବାର।  ଚନ୍ଦ୍ର  –  ମୀନ ଅହୋରାତ୍ର, ତିଥି- ୧୧ମୀ ନିଶାନ୍ତ ୦୫/୩୪ ଗତେ ୧୨ଶୀ ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା। ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ନିଶାନ୍ତ ୦୫/୪୩ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Sagittarius

ଧନୁ

Saturday 03 Dec 2022

ମୂଳା – ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର୍ଯ୍ୟକ୍ଷେତ୍ରରେ ଆମଦାନୀ ବୃଦ୍ଧିର ସୁଯୋଗ ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ ।
ପୂ , ଷାଢା – କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ ।  ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ
ଉ , ଷାଢା – ମହିଳାମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।

ପ୍ରତିକାର – ଗୁରୁଜନ ମାନଙ୍କୁ ଅପମାନ କରନ୍ତୁ ନାହିଁ ସେମାନଙ୍କର ଆଜ୍ଞା ପାଳନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :