• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ

Taurus

ବୃଷ

Sunday 03 Dec 2023

କୃତିକା- ପାରିବାରିକ ଜୀବନରେ ପ୍ରେରଣା ମିଳିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ରୋହିଣୀ- ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି । ଦୀର୍ଘଦିନରୁ ଅଟକି ଥିବା ବ୍ୟବସାୟ ଭିତ୍ତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ

ମୃଗଶିରା- ପଢାପଢିରେ ଆଗେଇ ଚାଲିବେ ଓ ଶାନ୍ତ ରହିବେ । ମହିଳାମାନେ ଜିନିଷ କିଣିବାକୁ ସହରକୁ ଯାଇପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ  ରବିବାର ଚନ୍ଦ୍ର- କର୍କଟ  ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ ଘାତଚନ୍ଦ୍ର- ରାତ୍ରି  ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ