• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ

Aquarius

କୁମ୍ଭ

Sunday 03 Dec 2023

ଧନିଷ୍ଠା- ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ

ଶତଭିଷା- ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକମାନେ ଲକ୍ଷ୍ୟ ଦିଗରେ ଆଗେଇବେ

ପୂ,ଭାଦ୍ରପଦ- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ  ରବିବାର ଚନ୍ଦ୍ର- କର୍କଟ  ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ ଘାତଚନ୍ଦ୍ର- ରାତ୍ରି  ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ