ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ସାମାନ୍ୟ ମନୋମାଳିନ୍ୟ ଘଟିପାରେ । ପ୍ରିୟଜନଙ୍କ ଠାରୁ ପସନ୍ଦର ଉପହାର ମିଳିବ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ
ଉ,ଭାଦ୍ରପଦ- ଶତୃ ଭୟ ସଦାସର୍ବଦା ଦେଖାଦେବ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ ।
ରେବତୀ- ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ ନଚେତ୍ ଭବିଷ୍ୟତରେ ହଇରାଣ ହୋଇପାରନ୍ତି । ବ୍ୟବସାୟ ସଂସ୍ଥାନ ସାଫଲ୍ୟ ଦାୟକ ହେବ । ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ ଘାତଚନ୍ଦ୍ର- ରାତ୍ରି ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ