ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ
ମୃଗଶିରା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଅନିଛା ସତ୍ତ୍ୱେ ସ୍ଥାନାନ୍ତର ହୋଇପାରନ୍ତି । ପରିବାରରେ ସମସ୍ତଙ୍କୁ ସାହାର୍ଯ୍ୟ କରିବାରେ ସଫଳ ହେବେ ।
ଆଦ୍ରା- ଚାକିରିରେ କ୍ଷେତ୍ରରେ ଅସୁବିଧା ଦେଖା ଦେଇପାରେ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ ।
ପୁନର୍ବସୁ- କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳାମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ଶତୃମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ ଘାତଚନ୍ଦ୍ର- ରାତ୍ରି ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ