• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ

Leo

ସିଂହ

Sunday 03 Dec 2023

ମଘା- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଲୁଗା ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ

ପୂ,ଫାଲଗୁନି- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥିମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି।

ଉ,ଫାଲଗୁନି- କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ  ରବିବାର ଚନ୍ଦ୍ର- କର୍କଟ  ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ ଘାତଚନ୍ଦ୍ର- ରାତ୍ରି  ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ