• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ

Virgo

କନ୍ୟା

Sunday 03 Dec 2023

ଉ,ଫଳଗୁନି- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ

ହସ୍ତା- ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦ୍ୟାର୍ଥୀମାନେ ପଢାରେ ପଛେଇବେ ଓ ପରୀକ୍ଷାରେ ଖରାପ ଫଳ ପାଇ ପାରନ୍ତି । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।

ଚିତ୍ରା- ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାସ୍ତାରେ ଯିବାବେଳେ ସତର୍କ ରୁହନ୍ତୁ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମହିଳାମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ  ରବିବାର ଚନ୍ଦ୍ର- କର୍କଟ  ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ ଘାତଚନ୍ଦ୍ର- ରାତ୍ରି  ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ