ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ
ଚିତ୍ରା- ବନ୍ଧୁ ଓ ପରିବାର ମଧ୍ୟରେ ହସ ଖୁସିରେ ସମୟ ଅତିବାହିତ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ ।
ସ୍ୱାତୀ- ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ
ବିଶାଖା-ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ ଘାତଚନ୍ଦ୍ର- ରାତ୍ରି ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ