• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ

Scorpio

ବିଛା

Sunday 03 Dec 2023

ବିଶାଖା- ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ ।

ଅନୁରାଧା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରୀକ୍ଷାର୍ଥୀମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଜ୍ୟେଷ୍ଠା-ଅଯଥା କଥାକୁ ନେଇ ଚିନ୍ତା କରିପାରନ୍ତି । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମନୋରଞ୍ଜନ କାର୍ଯ୍ୟରେ ବା ନୃତ୍ୟ ଗୀତରେ ମଜ୍ଜି ରହିବେ

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ  ରବିବାର ଚନ୍ଦ୍ର- କର୍କଟ  ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ ଘାତଚନ୍ଦ୍ର- ରାତ୍ରି  ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ