• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ

Sagittarius

ଧନୁ

Sunday 03 Dec 2023

ମୂଳା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ ।

ପୂ,ଷାଢା- ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅବହେଳା କରିବେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୌଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।

ଉ,ଷାଢା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଛନ୍ତି ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାରମାନଙ୍କୁ ଭଲ ସୁଯୋଗ ମିଳିବ । ଜମିବାଡିକୁ ନେଇ ଦ୍ୱନ୍ଦ ଲାଗିପାରେ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ  ରବିବାର ଚନ୍ଦ୍ର- କର୍କଟ  ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ ଘାତଚନ୍ଦ୍ର- ରାତ୍ରି  ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ