ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ
ଅଶ୍ୱନୀ- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ କରିବେ
ଦ୍ୱିଜା- ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡ଼ିପାରନ୍ତି । ଅଫିସରେ ଆପଣଙ୍କ କାମ ଦେଖି କର୍ତ୍ତୁପକ୍ଷ ଖୁସି ହେବେ । ନିଜ ଲୋକମାନଙ୍କ ଖରାପ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି
କୃତିକା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ମହିଳାମାନେ ସୁସ୍ୱାଦ ଭୋଜନ କରିବେ ।
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ ଘାତଚନ୍ଦ୍ର- ରାତ୍ରି ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ