ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୨ୟା ଦିବା ୦୧.୦୯ ଗତେ ୩ୟା,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୧.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ
ଚିତ୍ରା- ବନ୍ଧୁ ଆପଣଙ୍କ ନୂଆ କାମରେ ସାହାର୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ
ସ୍ୱାତୀ- ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ଆପଣଙ୍କ କାର୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।
ବିଶାଖା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଛୋଟ ଛୋଟ ସମସ୍ୟାକୁ ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ ।
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬