Daily Horoscope 3rd December 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଚାକିରିର ସୁଯୋଗ ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1733201787-912948.jpg)
ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୨ୟା ଦିବା ୦୧.୦୯ ଗତେ ୩ୟା,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୧.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
