• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..

ସୈାର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aries

ମେଷ

Saturday 03 Feb 2024

ଅଶ୍ୱନୀ- ଶାରିରୀକ କ୍ରୀଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ

ଦ୍ୱିଜା- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ।

କୃତିକା- ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :