• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..

ସୈାର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Taurus

ବୃଷ

Saturday 03 Feb 2024

କୃତିକା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।

ରୋହିଣୀ- ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।

ମୃଗଶିରା- ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :