• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..

ସୈାର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Pisces

ମୀନ

Saturday 03 Feb 2024

ପୂ,ଭାଦ୍ରପଦ- ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ ।

ଉ,ଭାଦ୍ରପଦ- ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

ରେବତୀ- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :