• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..

ସୈାର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Saturday 03 Feb 2024

ମୃଗଶିରା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ଆଦ୍ରା- ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ପୁନର୍ବସୁ- ମହିଳା ମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :