ସୈାର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ