• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..

ସୈାର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Cancer

କର୍କଟ

Saturday 03 Feb 2024

ପୁନର୍ବସୁ- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ବିବାହ ଆଦି ଶୁଭକାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି।

ପୁଷ୍ୟା- ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ଅଫିସ୍‌ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । ଛାତ୍ରଛାତ୍ରୀ ମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ।

ଅଶ୍ଲେଷା- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :