• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..

ସୈାର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Leo

ସିଂହ

Saturday 03 Feb 2024

ମଘା- ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ସରକାରୀ ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ ।

ପୂ,ଫାଲଗୁନି- ପଢ଼ାପଢ଼ିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ଉ,ଫାଲଗୁନି- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ଯ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :