Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..
/odishatv-khabar/media/media_files/uploadimage/library/16_9/16_9_0/IMAGE_1704423032-989370.jpg)
ସୈାର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
