• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..

ସୈାର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Libra

ତୁଳା

Saturday 03 Feb 2024

ଚିତ୍ରା- ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ ।

ସ୍ୱାତୀ- ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ପ୍ରିୟବନ୍ଧୁ ସହ କଥା ହୋଇ ଭଲ ଲାଗିବ ।

ବିଶାଖା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ରହିଛି ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :