• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..

ସୈାର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Scorpio

ବିଛା

Saturday 03 Feb 2024

ବିଶାଖା- ଜୀବନସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ ।

ଅନୁରାଧା- ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପ୍ରେମିକାକୁ ମନର କଥା କହିବେ ।

ଜ୍ୟେଷ୍ଠା- ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :