• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..

ସୈାର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Saturday 03 Feb 2024

ମୂଳା- ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ଦୂର ହେବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

ପୂ,ଷାଢା- କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଆପଣ କୈାଣସି ବିଷୟରେ ବଡ ନିଷ୍ପତ୍ତି ନେଇପାରନ୍ତି ।

ଉ,ଷାଢା- ସମ୍ପତି ବଢାଇବାର ଯୋଜନା ସଫଳ ହେବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :