• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Feb 2024: ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ..

ସୈାର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୦୩ ତାରିଖ ଶନିବାର। ଚନ୍ଦ୍ର- ତୁଳା ରାତ୍ରି ୦୧.୦୨ ଗତେ ବିଛା, ତିଥି- ୮ମୀ ସନ୍ଧ୍ୟା ୦୫.୨୧ ଗତେ ୯ମୀ ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Capricorn

ମକର

Saturday 03 Feb 2024

ଉ,ଷାଢା- ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।

ଶ୍ରବଣା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ ।

ଧନିଷ୍ଠା- ଜମି କ୍ରୟ କରି ଖୁସି ରହିବେ । କୌଣସି କଥାକୁ ନେଇ ଭାବୁକ ରହିବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :