• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂଆ ଗାଡ଼ି କିଣିବାର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଚନ୍ଦ୍ର – ମିଥୁନ ରାତ୍ରି ୦୨.୩୧ ଗତେ କର୍କଟ,ତିଥି – ୧୩ଶୀ ସନ୍ଧ୍ୟା ୦୬.୫୮ ଗତେ ୧୪ଶୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୦୨.୩୧ ପର୍ଯ୍ୟନ୍ତ,ଘାତ ବାର- ବିଛା , ଧନୁ ଓ ମୀନ ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Aquarius

କୁମ୍ଭ

Friday 03 Feb 2023

ଧନିଷ୍ଠା- ପରିବାରରେ ସମସ୍ତଙ୍କୁ ସାହାର‌୍ୟ୍ୟ କରିବାରେ ସଫଳ ହେବେ । ଲୋକଙ୍କୁ ନିଜ ଯୋଜନାରେ ସହମତ କରାଇ ନେବେ । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ଅଧିକାରୀ ମାନଙ୍କ ସହିତ ବିଶେଷ ମାମଲାରେ କଥାବାର୍ତା ହେବେ

ଶତଭିଷା- ବାପା , ମାଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ । ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ସାଙ୍ଗ ସାଥି ମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରି ପାରନ୍ତି ।

ପୂ, ଭାଦ୍ରପଦ- ଧନଲାଭର ସୁଯୋଗ ପାଇବେ । କୈାଣସି କଥାକୁ ନେଇ ଆପଣ ଉତ୍ସାହିତ ରହିବେ । ଚାକିରି ବୃର୍ତିରେ ଭଲ ଶୁଭ ଖବର ପାଇବେ । ସମସ୍ତଙ୍କ ନଜରରେ ଭଲ ହୋଇ ରହିବେ

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :