• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂଆ ଗାଡ଼ି କିଣିବାର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଚନ୍ଦ୍ର – ମିଥୁନ ରାତ୍ରି ୦୨.୩୧ ଗତେ କର୍କଟ,ତିଥି – ୧୩ଶୀ ସନ୍ଧ୍ୟା ୦୬.୫୮ ଗତେ ୧୪ଶୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୦୨.୩୧ ପର୍ଯ୍ୟନ୍ତ,ଘାତ ବାର- ବିଛା , ଧନୁ ଓ ମୀନ ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Cancer

କର୍କଟ

Friday 03 Feb 2023

ପୁନର୍ବସୁ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । ଚାକିରି ପରିବର୍ତନ ପାଇଁ ଦିନଟି ଭଲ

ପୁଷ୍ୟା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ ।

ଅଶ୍ଳେଷା- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :