• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂଆ ଗାଡ଼ି କିଣିବାର ଯୋଗ ରହିଛି

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଚନ୍ଦ୍ର – ମିଥୁନ ରାତ୍ରି ୦୨.୩୧ ଗତେ କର୍କଟ,ତିଥି – ୧୩ଶୀ ସନ୍ଧ୍ୟା ୦୬.୫୮ ଗତେ ୧୪ଶୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୦୨.୩୧ ପର୍ଯ୍ୟନ୍ତ,ଘାତ ବାର- ବିଛା , ଧନୁ ଓ ମୀନ ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Libra

ତୁଳା

Friday 03 Feb 2023

ବିଶାଖା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ

ଅନୁରାଧା- ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ଜ୍ୟୋଷ୍ଠା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ ।

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :