ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଚନ୍ଦ୍ର – ମିଥୁନ ରାତ୍ରି ୦୨.୩୧ ଗତେ କର୍କଟ,ତିଥି – ୧୩ଶୀ ସନ୍ଧ୍ୟା ୦୬.୫୮ ଗତେ ୧୪ଶୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୦୨.୩୧ ପର୍ଯ୍ୟନ୍ତ,ଘାତ ବାର- ବିଛା , ଧନୁ ଓ ମୀନ ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।
ଉ, ଷାଢା- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ
ଶ୍ରବଣା- କର୍ମ କ୍ଷେତ୍ରରେ ଶତୃତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର୍ୟ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ
ଧନିଷ୍ଠା- ଅଭାବି ଲୋକଙ୍କୁ ସାହାର୍ୟ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନ ସମ୍ମାନ ପାଇ ପାରନ୍ତି ।
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮