• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Febryary 2025: ଆଜି ଏହି ରାଶିର ବ୍ୟକ୍ତି ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Aries

ମେଷ

Monday 03 Feb 2025

ଅଶ୍ୱନୀ- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ। ନିଜ କଥାରେ ଅନ୍ୟମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।

କୃତିକା- ଛାତ୍ରଛାତ୍ରୀମାନେ ପଢାରେ କଷ୍ଟ କରିବେ ।ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ ।

ଦ୍ୱିଜା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତ୍ରୁଙ୍କର ଷଡଯନ୍ତ୍ରର ଶିକାର ହୋଇପାରନ୍ତି ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :