ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।
ରୋହିଣୀ- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ।
ମୃଗଶିରା- ମହିଳାମାନେ କଠିନ ପରିଶ୍ରମ କରିବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବ। ଅନ୍ୟମାନଙ୍କ ସହ ଭାବିଚିନ୍ତି କଥା ହୁଅନ୍ତୁ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ ।
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬