• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Febryary 2025: ଆଜି ଏହି ରାଶିର ବ୍ୟକ୍ତି ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Aquarius

କୁମ୍ଭ

Monday 03 Feb 2025

ଧନିଷ୍ଠା- ବୈବାହିକ ଜୀବନକୁ ଅଧିକ ସୁଖମୟ କରିବାକୁ ଚେଷ୍ଟା ଆଶାରୁ ଅଧିକ ରଙ୍ଗ ଆଣିବ ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି ।

ଶତଭିଷା- ରାଜନୀତିରେ ବିରେଧୀ ଦଳ ବଢିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ। ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ପୂ, ଭାଦ୍ରପଦ- ମହିଳାମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇପାରନ୍ତି ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :