• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Febryary 2025: ଆଜି ଏହି ରାଶିର ବ୍ୟକ୍ତି ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Gemini

ମିଥୁନ

Monday 03 Feb 2025

ମୃଗଶିରା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖା ଦେଇପାରେ ।

ଆଦ୍ରା- ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ ।

ପୁନର୍ବସୁ- ସମ୍ପତ୍ତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳାମାନେ ରକ୍ଷଣଶୀଳ ରହିବେ । ସାମାଜିକସ୍ତରରେ ସମ୍ମାନ ଲାଭ କରିବେ ।

ପ୍ରତିକାର – ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :